Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:8 - ପବିତ୍ର ବାଇବଲ

8 ତା'ପରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

8 ତେବେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi




ଯିରିମୀୟ 13:8
4 Referans Kwoze  

ତେଣୁ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଥର ତଳ ଖୋଳି ଲୁଗ୍ଭଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ! ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା, ତାହା ପିନ୍ଧିବା ଯୋଗ୍ୟ ନ ଥିଲା।


ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।


ଅନ୍ତର ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।


ସେତେବେଳେ ମୁଁ ଉପରକୁ ଗ୍ଭହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସେମାନଙ୍କ ଉପରେ ଦେଖାଗଲା।


Swiv nou:

Piblisite


Piblisite