ଯିରିମୀୟ 14:10 - ପବିତ୍ର ବାଇବଲ10 ସଦାପ୍ରଭୁ ଯିହୁଦା ବିଷୟରେ ଏହିକଥା କହନ୍ତି, “ସେମାନେ ପ୍ରକୃତରେ ଆମ୍ଭକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ସେଥିରୁ ନିବୃତ୍ତ କରି ନାହାନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କୁ ଗ୍ରହଣ କରିବେ ନାହିଁ। ସେ ସେମାନଙ୍କର ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କୁ ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ। Gade chapit laଓଡିଆ ବାଇବେଲ10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit la |