Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:12 - ପବିତ୍ର ବାଇବଲ

12 “ହେ ଯିରିମିୟ, ତୁମ୍ଭେ ଜାଣ ଯେ, ଲୁହା ଭାଙ୍ଗିବା ଅସମ୍ଭବ। ନିର୍ଦ୍ଦିଷ୍ଟ ଭାବରେ ଉତ୍ତର ଦେଶୀୟ ଲୌହ ଓ ପିତ୍ତଳକୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?

Gade chapit la Kopi

ଓଡିଆ ବାଇବେଲ

12 ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?

Gade chapit la Kopi




ଯିରିମୀୟ 15:12
7 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ରାଜାଗଣ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ସେବା କରିବେ। ଏଥିପାଇଁ ମୁଁ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛି। ସେମାନେ ତାହାର ସେବା କରିବେ ଆଉ ମଧ୍ୟ କ୍ଷେତ୍ରସ୍ଥ ପଶୁଗଣ ତାହାର ସେବା କରିବେ।’”


“ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା'ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ।


ତୁମ୍ଭର ବାହୁ କ’ଣ ପରମେଶ୍ୱରଙ୍କ ବାହୁ ତୁଲ୍ୟ? ତୁମ୍ଭର କ’ଣ ପରମେଶ୍ୱରଙ୍କ ଭଳି କଣ୍ଠସ୍ୱର ରହିଛି, ଯାହାକି ଘଡ଼ଘଡ଼ି ପରି ଗର୍ଜନ କରିପାରେ?


ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। ଏହା ଭୂମଧ୍ୟସାଗରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ହେବ।


Swiv nou:

Piblisite


Piblisite