ଯିରିମୀୟ 15:19 - ପବିତ୍ର ବାଇବଲ19 ଏହା ପରେ ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯଦି ଫେରିବ ଓ ଆମ୍ଭର ସେବା କରିବ, ତେବେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫେରାଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ୟହୀନ କଥା ନ କହି ମୂଲ୍ୟବାନ୍ କଥା କହିବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ। ସେମାନେ ତୁମ୍ଭ ପାଖକୁ ଫେରି ଆସିବେ। ମାତ୍ର ତୁମ୍ଭେ ସେମାନଙ୍କ ପାଖକୁ ଫେରିଯିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ , ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ। Gade chapit laଓଡିଆ ବାଇବେଲ19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ। Gade chapit la |
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”