ଯିରିମୀୟ 15:7 - ପବିତ୍ର ବାଇବଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାର ସମୂହରେ କୁଲାରେ ପାଛୁଡ଼ି ଅଛୁ। ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ। ଆମ୍ଭେ ସେମାନଙ୍କୁ ବିନାଶ କରିଅଛୁ। ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laଓଡିଆ ବାଇବେଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।