ଯିରିମୀୟ 15:9 - ପବିତ୍ର ବାଇବଲ9 ସେମାନେ ଖଡ଼୍ଗରେ ଲୋକମାନଙ୍କୁ ବିନାଶ କରିବେ। ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ଶତ୍ରୁଗଣଙ୍କ ଖଡ଼୍ଗରେ ସମର୍ପଣ କରିବା” ଏହା ସଦାପ୍ରଭୁ କହନ୍ତି। “ସାତ ସନ୍ତାନ ବିଶିଷ୍ଟ ରମଣୀର ସମସ୍ତେ ପ୍ରାଣତ୍ୟାଗ କରିବେ। ସେ ସ୍ତ୍ରୀ କାନ୍ଦି କାନ୍ଦି କ୍ଷୀଣା ହୋଇଯିବ। ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଯିବ। ସେ ଲଜ୍ଜିତା ଓ ଆଶାଶୂନ୍ୟ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ଼୍ଗରେ ସମର୍ପଣ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ9 ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି। Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’