ଯିରିମୀୟ 16:15 - ପବିତ୍ର ବାଇବଲ15 କିନ୍ତୁ ସମୟ ଆସୁଛି, ଯେତେବେଳେ ସେମାନେ କହିବେ, ‘ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ଯିଏ କି ଇସ୍ରାଏଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠାରେ ସେମାନେ ଥିଲେ ସେଠାରୁ ଫେରାଇ ଆଣିଥିଲେ।’ ସେତେବେଳେ ମୁଁ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲି, ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଫେରାଇ ଦେବି। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। Gade chapit laଓଡିଆ ବାଇବେଲ15 ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। Gade chapit la |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।