ଯିରିମୀୟ 16:18 - ପବିତ୍ର ବାଇବଲ18 ଆମ୍ଭେ ସେମାନଙ୍କର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦେବା। କାରଣ ସେମାନେ ନିଜ ନିଜର ଘୃଣ୍ୟବସ୍ତୁ ସ୍ୱରୂପ ଶବରେ ଆମ୍ଭର ଦେଶକୁ ‘ଅପବିତ୍ର’ କରିଅଛନ୍ତି। ସେମାନେ ଆମ୍ଭ ଦେଶକୁ ‘ଅଶୁଚି’ କରିଅଛନ୍ତି ଓ ନିଜର ଘୃଣ୍ୟକର୍ମରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି। Gade chapit laଓଡିଆ ବାଇବେଲ18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”