ଯିରିମୀୟ 16:5 - ପବିତ୍ର ବାଇବଲ5 ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ-ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। Gade chapit laଓଡିଆ ବାଇବେଲ5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। Gade chapit la |
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’