ଯିରିମୀୟ 16:6 - ପବିତ୍ର ବାଇବଲ6 “ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ; Gade chapit laଓଡିଆ ବାଇବେଲ6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।