ଯିରିମୀୟ 17:12 - ପବିତ୍ର ବାଇବଲ12 ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ ଆମ୍ଭମାନଙ୍କର ଧର୍ମଧାମ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଦିକାଳରୁ ଊର୍ଦ୍ଧ୍ଵରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ। Gade chapit laଓଡିଆ ବାଇବେଲ12 ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ। Gade chapit la |
ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।