ଯିରିମୀୟ 17:20 - ପବିତ୍ର ବାଇବଲ20 ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ଵାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit laଓଡିଆ ବାଇବେଲ20 ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ସେମାନଙ୍କୁ କୁହ, ‘ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; Gade chapit la |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।