ଯିରିମୀୟ 17:5 - ପବିତ୍ର ବାଇବଲ5 ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Gade chapit laଓଡିଆ ବାଇବେଲ5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। Gade chapit la |
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀୟମାନଙ୍କୁ ବନ୍ଦୀରୂପେ ନିଆଯିବ, ସେମାନେ ମୋତେ ମନେ ରଖିବେ ଏବଂ ଆମ୍ଭେ ସେମାନଙ୍କର ବ୍ୟଭିଗ୍ଭରୀ ହୃଦୟକୁ କିପରି ଦୁଃଖରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂରେଇ ଗଲା ଏବଂ ସେମାନଙ୍କର ବ୍ୟଭିଗ୍ଭରୀ ଆଖି ଯାହା ସେମାନଙ୍କର ମୂର୍ତ୍ତିସବୁକୁ ଅନୁସରଣ କଲା। ସେମାନେ ନିଜେ କରିଥିବା କୁକର୍ମ ପାଇଁ ଓ ସେମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ନିଜକୁ ଘୃଣା କରିବେ।