Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:13 - ପବିତ୍ର ବାଇବଲ

13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର। ‘କିନ୍ତୁ ଏହା କିଏ ଶୁଣୁଅଛି?’ ଇସ୍ରାଏଲର କୁମାରୀ କନ୍ୟାଗଣ ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି।

Gade chapit la Kopi

ଓଡିଆ ବାଇବେଲ

13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।

Gade chapit la Kopi




ଯିରିମୀୟ 18:13
14 Referans Kwoze  

ପୁଣି ସଦାପ୍ରଭୁ କହନ୍ତି, “ଏକ ଭୟଙ୍କର ଓ ମର୍ମନ୍ତୁକ ଘଟଣା ଦେଶ ମଧ୍ୟରେ ଘଟିଅଛି।


ଆମ୍ଭେ ଇସ୍ରାଏଲ ରାଜ୍ୟରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରୟିମ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ଥିଲେ। ଇସ୍ରାଏଲ ପାପରେ କଳୁଷିତ।


ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ। ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”


“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


“ହେ ଯିରିମିୟ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, ‘ଆମ୍ଭ ଚକ୍ଷୁରୁ ଦିବାରାତ୍ରି ଲୋତକ ବହିବ, ତାହା କେବେ ନିବୃତ୍ତ ହେବ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ୟା ପାଇଁ ଆମ୍ଭ ହୃଦୟ କାନ୍ଦିବ। ଯେହେତୁ ତାହା ମହାଭଙ୍ଗରେ ଓ ମହା ଦୁଃଖଦାୟକ କ୍ଷତରେ ଭଗ୍ନ ହୋଇଅଛି।


ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,


“ସଦାପ୍ରଭୁ ମଝିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ପଠେଇ ଦେଇଛନ୍ତି। ସଦାପ୍ରଭୁ ମୋର ଯୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପେଷଣ କରିଅଛନ୍ତି।


ତା'ପରେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ ଆପଣା ଆପଣା ବସ୍ତ୍ର ଚିରି ହିଜକିୟ ନିକଟକୁ ଆସି ରବ୍‌ଶାକିର କଥାସବୁ ତାକୁ ଜଣାଇଲେ।


ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ।


ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ।


ହେ ଇସ୍ରାଏଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷୟରେ ଏହା ହେଉଛି ବିଳାପର ସଙ୍ଗୀତ।


ଇସ୍ରାଏଲର କୁମାରୀ ପଡ଼ିଯାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡ଼ି ରହିଛି। ସେହି ମଇଳାରୁ ତାକୁ ଉଠାଇବାକୁ କେହି ନାହିଁ।


Swiv nou:

Piblisite


Piblisite