Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:2 - ପବିତ୍ର ବାଇବଲ

2 “ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ଯାଅ। ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”

Gade chapit la Kopi




ଯିରିମୀୟ 18:2
10 Referans Kwoze  

ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ।


ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”


ସଦାପ୍ରଭୁ ଏହି ଜିନିଷ ମୋତେ ଦେଖାଇଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡ଼ା ହେଲେ। କାନ୍ଥ ଓଳମ ଦ୍ୱାରା ସଳଖ କରାଯାଏ।


ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ, ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ। ଆଉ ସେମାନେ ସେମାନଙ୍କୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।”


ସଦାପ୍ରଭୁ ମୋତେ ଏହା କହିଲେ: “ତୁମ୍ଭେ ଏକ ମୋଟା ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣା କଟି ଦେଶରେ ବାନ୍ଧ ଓ ତାକୁ ଓଦା କର ନାହିଁ।”


ସେହି ସମୟରେ ସଦାପ୍ରଭୁ ଆମୋସଙ୍କ ପୁତ୍ର ଯିଶାଇୟଙ୍କ ଦ୍ୱାରା ଏହି କଥା କହିଲେ, “ଯାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।” ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ୟପାଦ ହୋଇ ଭ୍ରମଣ କଲେ।


ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ରରେ ମାଟିର କାମ କରୁଛି।


Swiv nou:

Piblisite


Piblisite