Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:5 - ପବିତ୍ର ବାଇବଲ

5 ତା'ପରେ ସଦାପ୍ରଭୁଙ୍କର ବାଣୀ ମୋ’ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ମୋ’ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi




ଯିରିମୀୟ 18:5
2 Referans Kwoze  

ସେ ମାଟିର ପାତ୍ର ନିର୍ମାଣ କରୁଥିବା ବେଳେ ସେଥିରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସାରେ ସଜାଡ଼ି ନୂଆ ପାତ୍ର ନିର୍ମାଣ କଲା।


“ହେ ଇସ୍ରାଏଲର ଗୃହ, ତୁମ୍ଭେ ଜାଣ ଆମ୍ଭେ ତୁମ୍ଭ ସହିତ ଜଣେ କୁମ୍ଭକାର ପରି କାର୍ଯ୍ୟ କଲେ। ତୁମ୍ଭେମାନେ ମୋ’ ହସ୍ତରେ କୁମ୍ଭକାରର ମୃତ୍ତିକା ସଦୃଶ ଅଟ।


Swiv nou:

Piblisite


Piblisite