ଯିରିମୀୟ 19:15 - ପବିତ୍ର ବାଇବଲ15 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’” Gade chapit laପବିତ୍ର ବାଇବଲ (Re-edited) - (BSI)15 ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି। Gade chapit laଓଡିଆ ବାଇବେଲ15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।” Gade chapit la |
ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ। ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ। କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ। ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ। ସେମାନେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ। ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ। ସେମାନେ ଜିଦ୍ଖୋର ଥିଲେ। ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ। “ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ, କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ। ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।