ଯିରିମୀୟ 19:5 - ପବିତ୍ର ବାଇବଲ
5 ଯିହୁଦାର ରାଜାଗଣ ବାଲ୍ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ବାଲ୍ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
Gade chapit la Kopi
5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ;
Gade chapit la Kopi
5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’”
Gade chapit la Kopi
5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
Gade chapit la Kopi