ଯିରିମୀୟ 19:9 - ପବିତ୍ର ବାଇବଲ9 ଶତ୍ରୁଗଣ ସେମାନଙ୍କ ନଗରକୁ ଅବରୋଧ କରିବେ ଓ ସେମାନଙ୍କୁ ଖାଦ୍ୟ ପାଇଁ ବାହାରକୁ ଯିବାକୁ ଦେବେ ନାହିଁ। ତେଣୁ ଲୋକମାନେ ଉପବାସରେ ରହିବେ ଓ କ୍ଷୁଧାରେ ଆତୁର ହୋଇ ସଙ୍କଟ ସମୟରେ ପୁତ୍ରକନ୍ୟାର ମାଂସ ଭୋଜନ କରିବେ। ଆଉ ମଧ୍ୟ ଶେଷରେ ପରସ୍ପରକୁ ଭୋଜନ କରିବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ। Gade chapit laଓଡିଆ ବାଇବେଲ9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’ Gade chapit la |