ଯିରିମୀୟ 2:15 - ପବିତ୍ର ବାଇବଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଅଛନ୍ତି ଓ ତାହାକୁ ଜନଶୂନ୍ୟ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି। Gade chapit laଓଡିଆ ବାଇବେଲ15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି। Gade chapit la |
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।