ଯିରିମୀୟ 2:20 - ପବିତ୍ର ବାଇବଲ20 “ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ। ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’ ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit laଓଡିଆ ବାଇବେଲ20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।
ପୁନର୍ବାର ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ ସେହିପରି କାର୍ଯ୍ୟମାନ କଲେ। ସେମାନେ ବାଲ୍ଦେବତାଗଣ, ଅଷ୍ଟାରୋତ୍ ଦେବୀଗଣ, ଅରାମୀୟମାନଙ୍କର ଦେବଗଣ, ସୀଦୋନୀୟମାନଙ୍କର ଦେବଗଣ, ମୋୟାବୀୟମାନଙ୍କର ଦେବଗଣ, ଅମ୍ମୋନୀୟମାନଙ୍କର ଦେବଗଣ ଓ ପଲେଷ୍ଟୀୟମାନଙ୍କର ଦେବଗଣଙ୍କର ପୂଜା କଲେ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସେବା କଲେ ନାହିଁ।