ଯିରିମୀୟ 2:21 - ପବିତ୍ର ବାଇବଲ21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ? Gade chapit laପବିତ୍ର ବାଇବଲ (Re-edited) - (BSI)21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିରୂପେ ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Gade chapit laଓଡିଆ ବାଇବେଲ21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ? Gade chapit la |
ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।