Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:33 - ପବିତ୍ର ବାଇବଲ

33 “ହେ ଯିହୁଦା, ତୁମ୍ଭେ ତୁମ୍ଭ ପ୍ରେମିକମାନଙ୍କୁ ଖୋଜିବାରେ ନିପୁଣା। ଏପରିକି ତୁମ୍ଭେ ଦୁଷ୍ଟା ସ୍ତ୍ରୀମାନଙ୍କୁ କିପରି ଏହା କରିବାକୁ ହୁଏ ଶିକ୍ଷା ଦେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।

Gade chapit la Kopi

ଓଡିଆ ବାଇବେଲ

33 ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।

Gade chapit la Kopi




ଯିରିମୀୟ 2:33
12 Referans Kwoze  

ତୁମ୍ଭେ କେବଳ ସେମାନଙ୍କର ଘୃଣ୍ୟ ପ୍ରଥାକୁ ଅନୁସରଣ କଲ ନାହିଁ। କିନ୍ତୁ ସତେ ଯେପରି ଏହା ମନ୍ଦ ନୁହେଁ। ତୁମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଗ୍ଭର କରିଛ।


ତେଣୁ ମୁଁ ମୋର ହସ୍ତ ତୁମ୍ଭ ବିରୁଦ୍ଧରେ ଉଠାଇଲି ଏବଂ ତୁମ୍ଭର ଦେଶର କିଛି ଅଂଶ ନେଇଯାଇଛି। ମୁଁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କର କନ୍ୟାମାନଙ୍କୁ ହସ୍ତାନ୍ତର କରିଛି, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଏବଂ କାମୁକତାରେ ଭାରାକ୍ରାନ୍ତ ହେଲେ।


ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।


“ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବା‌ଲ୍‌ଦେବଗଣର ପଶ୍ଚା‌‌ଦ୍‌‌ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।


ମନଃଶି ଯିହୁଦାର ଲୋକ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦକାର୍ଯ୍ୟ କରିବା ନିମନ୍ତେ ଉତ୍ସାହିତ କଲେ। ଇସ୍ରାଏଲୀୟମାନଙ୍କ ପୂର୍ବରୁ ଦେଶର ଯେଉଁ ଜାତିଗଣ ଥିଲେ, ସେମାନଙ୍କଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ, ଆଉ ସଦାପ୍ରଭୁ ସେହି ଅନ୍ୟ ଜାତୀୟମାନଙ୍କୁ ବିନଷ୍ଟ କରିଥିଲେ।


“ସେ ବା‌‌ଲ୍‌‌‌‌କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବା‌‌ଲ୍‌‌‌‌କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ।


ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ? ଜଣେ କନ୍ୟା କ’ଣ ତା'ର ପୋଷାକକୁ ଭୁଲି ପାରିବ? କିନ୍ତୁ ମୋର ଲୋକମାନେ ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।


ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।


Swiv nou:

Piblisite


Piblisite