ଯିରିମୀୟ 2:8 - ପବିତ୍ର ବାଇବଲ8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ। Gade chapit laଓଡିଆ ବାଇବେଲ8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।