Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:15 - ପବିତ୍ର ବାଇବଲ

15 ମୋର ପିତାଙ୍କୁ ଯେଉଁ ବ୍ୟକ୍ତି “ପୁତ୍ର” ହେବାର ସମ୍ବାଦ ଦେଇ ଖୁସୀ କରାଇଥିଲା, “ଏହା ଏକ ବାଳକ” ସେ ମଧ୍ୟ ଶାପଗ୍ରସ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭର ପୁତ୍ର ସନ୍ତାନ ହୋଇଅଛି ବୋଲି ସମ୍ଵାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭର ପୁତ୍ର ସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।

Gade chapit la Kopi




ଯିରିମୀୟ 20:15
4 Referans Kwoze  

ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ।


“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟ‌ଦ୍‌ବକ୍ତା ରୂପେ ନିଯୁକ୍ତ କଲୁ।”


କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”


Swiv nou:

Piblisite


Piblisite