ଯିରିମୀୟ 20:18 - ପବିତ୍ର ବାଇବଲ18 ମୁଁ କାହିଁକି ଜନ୍ମ ହେଲି? ଲଜ୍ଜା ଓ ଦୁଃଖରେ ମୋର ସମସ୍ତ ଜୀବନ ଅତିବାହିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି? Gade chapit laଓଡିଆ ବାଇବେଲ18 ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି? Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”