ଯିରିମୀୟ 20:7 - ପବିତ୍ର ବାଇବଲ
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି। ତୁମ୍ଭେ ମୋ'ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ'ଠାରୁ ଜୟ କରିଅଛ। ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରୁଛନ୍ତି।
Gade chapit la Kopi
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ଟାହୁଲି କରନ୍ତି।
Gade chapit la Kopi
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋ’ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
Gade chapit la Kopi
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
Gade chapit la Kopi