ଯିରିମୀୟ 21:1 - ପବିତ୍ର ବାଇବଲ1 ରାଜା ସିଦିକିୟ ମଲ୍କିୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା, Gade chapit laଓଡିଆ ବାଇବେଲ1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା, Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।