ଯିରିମୀୟ 21:13 - ପବିତ୍ର ବାଇବଲ13 “ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ? Gade chapit laଓଡିଆ ବାଇବେଲ13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’ Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”