Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:12 - ପବିତ୍ର ବାଇବଲ

12 ଯିହୋୟାସ୍ (ଶଲ୍ଲମ୍) ବନ୍ଦୀତ୍ୱ ଅବସ୍ଥାରେ ଯେଉଁ ସ୍ଥାନକୁ ନୀତ ହୋଇଛି ସେ ସେହି ସ୍ଥାନରେ ମରିବ। ସେ ଆଉ ଏହି ଦେଶ ଦେଖି ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”

Gade chapit la Kopi




ଯିରିମୀୟ 22:12
6 Referans Kwoze  

ତହୁଁ ଫାରୋ-ନଖୋ ଯୋଶିୟଙ୍କର ପୁତ୍ର ଇଲିୟାକୀମ୍ ଯିଏ ଯୋଶିୟଙ୍କର ସ୍ଥାନରେ ନୂଆ ରାଜା ପଦରେ ଘୋଷଣା କଲେ, ସେ ତାଙ୍କର ନାମ ଯିହୋଯାକୀମ୍ ରଖିଲା। କିନ୍ତୁ ଯିହୋୟାହ‌ସଙ୍କୁ ସେ ମିଶରକୁ ନେଇଗଲେ ଓ ସେହିଠାରେ ତାଙ୍କର ମୃତ୍ୟୁ ହେଲା।


ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ଲୋକମାନେ, ‘ହାୟ, ଆମ୍ଭର ଭାଇ! ଅବା ହାୟ, ଆମ୍ଭ ଭଉଣୀ’ ବୋଲି ଡାକି ତାଙ୍କ ପାଇଁ ବିଳାପ କରିବେ ନାହିଁ। ‘ହାୟ ପ୍ରଭୁ, ହାୟ ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।


ତୁମ୍ଭେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କର ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।


ଯୋଶିୟଙ୍କ ରାଜତ୍ୱ କାଳରେ ମିଶରର ରାଜା ଫାରୋ-ନଖୋଶୂରୀୟ ରାଜା ବିପକ୍ଷରେ ଯୁଦ୍ଧ କରିବାକୁ ଫରାତ ନଦୀ ଆଡ଼କୁ ଯାତ୍ରା କଲେ। ଯୋଶିୟ ଫାରୋ ସହିତ ମଗିଦ୍ଦୋ ନିକଟରେ ଭେଟିବାକୁ ଗଲେ। ସେହିଠାରେ ଫାରୋ ଯୋଶିୟଙ୍କୁ ଦେଖି ବଧକଲେ।


ହେ କନିୟ, ତୁମ୍ଭେ ଯେଉଁ ଦେଶକୁ ଫେରିବାକୁ ଇଚ୍ଛା କରୁଛ, ତୁମ୍ଭେ ସେ ଦେଶକୁ ଫେରିପାରିବ ନାହିଁ।”


“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’


Swiv nou:

Piblisite


Piblisite