ଯିରିମୀୟ 22:16 - ପବିତ୍ର ବାଇବଲ16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କର ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?” Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Gade chapit laଓଡିଆ ବାଇବେଲ16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।