ଯିରିମୀୟ 22:17 - ପବିତ୍ର ବାଇବଲ17 “ମାତ୍ର ହେ ଯିହୋୟାକୀମ୍, ତୁମ୍ଭେ କେବଳ ନିଜର ସ୍ୱାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ୟ ଓ ନିର୍ଦ୍ଦୋଷର ରକ୍ତପାତରେ ବୁଡ଼ି ରହିଛି।” Gade chapit laପବିତ୍ର ବାଇବଲ (Re-edited) - (BSI)17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ। Gade chapit laଓଡିଆ ବାଇବେଲ17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।” Gade chapit la |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।