Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:19 - ପବିତ୍ର ବାଇବଲ

19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ।

Gade chapit la Kopi

ଓଡିଆ ବାଇବେଲ

19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”

Gade chapit la Kopi




ଯିରିମୀୟ 22:19
13 Referans Kwoze  

ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ।


ତେଣୁ ତୁମ୍ଭେ ଯାଅ ଓ ମୋ’ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିରରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କର। ଆଉ ମଧ୍ୟ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।


ସଦାପ୍ରଭୁ କହନ୍ତି, ‘ଆମ୍ଭେ ଗ୍ଭରି ପ୍ରକାରରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା। ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ ତୁମ୍ଭମାନଙ୍କ ଉପରେ ନିଯୁକ୍ତ କରିବା।


ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀ‌ମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖ‌ଦ୍‌ନିତ୍ସର ରାଜା ଯିହୋୟାକୀ‌ମଙ୍କୁ ବାବିଲକୁ ନେଇଗଲେ।


ଲୋକମାନେ ଇଷେବଲକୁ କବର ଦେବାକୁ ଗଲେ। ମାତ୍ର ସେମାନେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡ଼ା କିଛି ପାଇଲେ ନାହିଁ।


ହେ ଯାରବିୟାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛିନ୍ନ କରିବାକୁ ଯାଉଅଛି। ତୁମ୍ଭ ପରିବାରର ପ୍ରତ୍ୟେକ ପୁରୁଷଙ୍କୁ ମୁଁ ହତ୍ୟା କରିବି। ଅଗ୍ନି ଯେପରି ଘାସକୁ ପୋଡ଼ି ପାଉଁଶ କରିଦିଏ, ସେହିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ୱଂସ କରି ଦେବି।


ଯିହୋୟାକୀମ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ପଚିଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ସବୀଦା ଓ ସେ ରୂମା ନିବାସୀ ପଦାୟର କନ୍ୟା ଥିଲେ।


ଯିହୋୟାକୀ‌ମଙ୍କ ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ରାଜ୍ୟ କଲେ।


ଜଣେ ଲୋକ ଏକ ଦୀର୍ଘ ଜୀବନଯାପନ କରେ ଏବଂ ସେ ଶହେ ସନ୍ତାନ ଜନ୍ମ ଦେଇପାରେ। କିନ୍ତୁ ଯଦି ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ୟୁ ପରେ ତାକୁ କେହି ସ୍ମରଣ ନ କରେ, ତାହାହେଲେ ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ସେହି ଶିଶୁଟି ଉତ୍ତମ ଅଟେ।


ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।


ତାହାର ଚତୁର୍ଦ୍ଦିଗରେ ବାସ କରୁଥିବା ଦେଶବାସୀମାନେ ତା’ ବିରୁଦ୍ଧରେ ଏକ ଜାଲ ବିଛାଇଲେ ଓ ସେହି ଜାଲରେ ତାକୁ ଧରିଲେ।


ତୁମ୍ଭେ ଖୋଲା ପଡ଼ିଆରେ ପତିତ ହେବ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।


Swiv nou:

Piblisite


Piblisite