ଯିରିମୀୟ 22:20 - ପବିତ୍ର ବାଇବଲ20 “ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।