ଯିରିମୀୟ 22:5 - ପବିତ୍ର ବାଇବଲ5 ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ ଏହି ଗୃହ ଧ୍ୱଂସ ସ୍ତୁପରେ ପରିଣତ ହେବ।’” Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ। Gade chapit laଓଡିଆ ବାଇବେଲ5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ। Gade chapit la |
ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।
ତେବେ ଲୋକମାନେ ଉତ୍ତର ଦେଇ କହିବେ, ‘କାରଣ ଲୋକମାନେ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯାହାଙ୍କୁ ସେମାନଙ୍କର ପୂର୍ବପୁରୁଷମାନେ ମାନୁଥିଲେ। ସେହି ପରମେଶ୍ୱର ହିଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। କିନ୍ତୁ ଇସ୍ରାଏଲର ଲୋକମାନେ ଅନ୍ୟ ଲୋକମାନଙ୍କର ଦେବତାମାନଙ୍କୁ ଗ୍ରହଣ କଲେ। ସେମାନେ ଅନ୍ୟ ଦେବତାମାନଙ୍କର ଉପାସନା ଓ ସେବା କଲେ। ଏଥିନିମନ୍ତେ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ ଏପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ।”