ଯିରିମୀୟ 23:21 - ପବିତ୍ର ବାଇବଲ
21 ଆମ୍ଭେ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସେମାନେ ଆପେ ଆପେ ଧାଇଁଲେ। ଆମ୍ଭେ ସେମାନଙ୍କୁ କିଛି ବାକ୍ୟ ପ୍ରଦାନ କରି ନ ଥିଲୁ। ମାତ୍ର ସେମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Gade chapit la Kopi
21 ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Gade chapit la Kopi
21 ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Gade chapit la Kopi
21 “ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Gade chapit la Kopi