Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:34 - ପବିତ୍ର ବାଇବଲ

34 “ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ୟରୁ ଯେକେହି କହେ, ‘ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ’, ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ, ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଭବିଷ୍ୟଦ୍ବକ୍ତା ଓ ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।

Gade chapit la Kopi

ଓଡିଆ ବାଇବେଲ

34 ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।

Gade chapit la Kopi




ଯିରିମୀୟ 23:34
4 Referans Kwoze  

ଯଦି କେହି ଭବିଷ୍ୟ‌ଦ୍‌ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା ବାକ୍ୟ କହିଛ।’ ତା'ର ପିତା ଏବଂ ମାତା ଯିଏ ତାକୁ ଧାରଣ କରିଛନ୍ତି ସେ ଯେତେବେଳେ ଭବିଷ୍ୟ‌ଦ୍‌ବାଣୀ କରିବ ତାକୁ ‌‌ଖ‌ଡ଼୍‌ଗରେ ବିନାଶ କରିବେ।


ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ୟାରେ ପରିପୂର୍ଣ୍ଣ। ସେମାନେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମୋଚନ ପାଇଁ ପ୍ରଗ୍ଭର କରି ନାହାନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହେବାର ଦେଖି ପ୍ରଗ୍ଭର କରିଅଛନ୍ତି।


ପୁଣି ଆମ୍ଭେ ରାଜା ଯିହୋୟାକୀ‌‌‌ମ୍‌‌‌କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’


ଏହି ପୁସ୍ତକ ଇଲକୋଶୀୟ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧରେ ଏକ ଦୁଃଖବାର୍ତ୍ତା ଅଟେ।


Swiv nou:

Piblisite


Piblisite