Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:35 - ପବିତ୍ର ବାଇବଲ

35 ତୁମ୍ଭେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ପଗ୍ଭରିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ‘ସଦାପ୍ରଭୁ କି କଥା କହିଅଛନ୍ତି?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି ? ଓ ସଦାପ୍ରଭୁ କି କଥା କହିଅଛନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’

Gade chapit la Kopi




ଯିରିମୀୟ 23:35
5 Referans Kwoze  

ଏହା ପରେ ପୁନର୍ବାର କେହି ନିଜ ଭାଇ ବା ପରମେଶ୍ୱରଙ୍କ ଅନ୍ୟଲୋକମାନଙ୍କୁ ଶିକ୍ଷା ଦେବେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ୟକ ହେବ ନାହିଁ, କାହିଁକି? କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ମୋତେ ଜାଣିବେ।


ତା'ପରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।”


‘ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷୟ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।’


ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”


ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।


Swiv nou:

Piblisite


Piblisite