Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:38 - ପବିତ୍ର ବାଇବଲ

38 ମାତ୍ର ‘ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କୁହ ନାହିଁ। ତୁମ୍ଭେମାନେ ଯଦି ଏହିକଥା କୁହ, ତେବେ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି ତୁମ୍ଭେମାନେ ସେହି ଉଚ୍ଚ ଶବ୍ଦ ବ୍ୟବହାର କଲ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ମାତ୍ର ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତିଣ: ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।

Gade chapit la Kopi

ଓଡିଆ ବାଇବେଲ

38 ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି : “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’

Gade chapit la Kopi




ଯିରିମୀୟ 23:38
3 Referans Kwoze  

“ତୁମ୍ଭେ ଯଦି ପରମେଶ୍ୱରଙ୍କ ବାର୍ତ୍ତା ଜାଣିବାକୁ ଗ୍ଭହୁଁଛ, ତେବେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏହିକଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ କିମ୍ବା ‘ସଦାପ୍ରଭୁ କି କଥା କହିଛନ୍ତି?’


ମାତ୍ର ତୁମ୍ଭେମାନେ ଆମ୍ଭର ବାକ୍ୟକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦେଇଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।


Swiv nou:

Piblisite


Piblisite