ଯିରିମୀୟ 23:6 - ପବିତ୍ର ବାଇବଲ6 ସେହି ଉତ୍ତମ ରାଜତ୍ୱ କାଳରେ ‘ଶାଖା’ ଉତ୍ପନ୍ନ ହୋଇ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ। Gade chapit laଓଡିଆ ବାଇବେଲ6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ। Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।