ଯିରିମୀୟ 23:8 - ପବିତ୍ର ବାଇବଲ8 ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସେମାନେ କହିବେ, ‘ସେହି ଜୀବିତ ସଦାପ୍ରଭୁ ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ସେମାନଙ୍କୁ ବାହାର କରି ଆଣିଲେ।’ ଆଉ ସେମାନେ ଆପଣା ଦେଶରେ ବାସ କରିବେ। ଏପରି ସମୟ ଆସୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ। Gade chapit laଓଡିଆ ବାଇବେଲ8 ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।” Gade chapit la |