ଯିରିମୀୟ 24:10 - ପବିତ୍ର ବାଇବଲ10 ସେମାନେ ସେଇ ଭୂମିରୁ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ବିପକ୍ଷରେ, ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସେମାନଙ୍କୁ ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲି। ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। Gade chapit laଓଡିଆ ବାଇବେଲ10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।” Gade chapit la |
ପୁଣି ଯେବେ ସେମାନେ ତୁମ୍ଭକୁ ପଗ୍ଭରନ୍ତି, ‘ଆମ୍ଭେମାନେ କେଉଁଠାକୁ ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ: “‘ମୃତ ଲୋକମାନେ କବରକୁ ଯିବେ। ଯେଉଁ ଲୋକମାନେ ଖଣ୍ଡା ଦ୍ୱାରା ହତ ହେବାକୁ ଥିବେ, ସେମାନଙ୍କୁ ଖଣ୍ଡାରେ ହତ୍ୟା କରାଯିବ। ଯେଉଁ ଲୋକମାନଙ୍କ ଭାଗ୍ୟରେ ଦୁର୍ଭିକ୍ଷରେ ପୀଡ଼ିତ ହେବାର ଥିବ, ସେମାନେ ମରୁଡ଼ିରେ ପୀଡ଼ିତ ହେବେ ଏବଂ ଯେଉଁ ଲୋକମାନଙ୍କ ଭାଗ୍ୟରେ ବନ୍ଦୀ ହେବାର ଥିବ ସେମାନେ ବନ୍ଦୀଗୃହକୁ ଯିବେ।’
ତା'ପରେ ସଦାପ୍ରଭୁ ଇସ୍ରାଏଲକୁ ଆଘାତ କରିବେ। ଇସ୍ରାଏଲୀୟମାନେ ପାଣି ଭିତରେ ଥରୁଥିବା ଘାସ ପରି ଥରିବେ। ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦେଇଥିଲେ, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ଫରାତ୍ ନଦୀ ଆରପାରିକୁ ଛିନ୍ନଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସେମାନେ ନିଜ ପାଇଁ ଆଶେରା ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।