ଯିରିମୀୟ 25:14 - ପବିତ୍ର ବାଇବଲ14 ଏବଂ ସେମାନେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହେବେ। ଆଉ ଆମ୍ଭେ ସେମାନଙ୍କ କାର୍ଯ୍ୟକଳାପନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।” Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laଓଡିଆ ବାଇବେଲ14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।” Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”