ଯିରିମୀୟ 25:17 - ପବିତ୍ର ବାଇବଲ17 ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Gade chapit laଓଡିଆ ବାଇବେଲ17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।