ଯିରିମୀୟ 25:18 - ପବିତ୍ର ବାଇବଲ18 ମୁଁ ଯିହୁଦା ଓ ଯିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସେହି ପାତ୍ରରୁ ପାନ କରାଇଲି। ସେହି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶୋଚନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ଯ୍ୟନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ୟବହାର କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶଦ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି। Gade chapit laଓଡିଆ ବାଇବେଲ18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।