ଯିରିମୀୟ 25:21 - ପବିତ୍ର ବାଇବଲ21 ତା'ପରେ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ ସେହି ପାତ୍ରରୁ ପାନ କରାଇଲି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ; Gade chapit laଓଡିଆ ବାଇବେଲ21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ; Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧରେ ଲିପ୍ତ ଥିଲେ। ସେମାନେ ମଧ୍ୟ ସେମାନଙ୍କର ଭାଇମାନଙ୍କୁ ଖଡ଼୍ଗଧରି ଗୋଡ଼ାଇଲେ। ଏବଂ ଟିକିଏ ହେଲେ ଦୟା ଦେଖାଇ ନ ଥିଲେ। ଇଦୋମ ନିଜର କ୍ରୋଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କ୍ରୋଧ ବନ୍ଦ କଲେ ନାହିଁ। ଇସ୍ରାଏଲୀୟମାନଙ୍କୁ ସେମାନେ ବନ୍ୟପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।