Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:24 - ପବିତ୍ର ବାଇବଲ

24 ପୁଣି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;

Gade chapit la Kopi




ଯିରିମୀୟ 25:24
11 Referans Kwoze  

ଭ୍ରମଣକାରୀ ବଣିକ ଓ ବ୍ୟବସାୟୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନେଇ ଆସିଲେ।


ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଏବଂ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅ‌‌ସ୍‌‌ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି।


“‘ଏବଂ ଇସ୍ରାଏଲ ଲୋକମାନଙ୍କ ସହିତ କୂଶ, ପୂଟ୍ ଓ ଲୂଦ୍, ସମସ୍ତ ଆରବୀୟ, ଲିବିୟା ଏବଂ ଇସ୍ରାଏଲର ଲୋକମାନେ ‌‌ଖ‌ଡ଼୍‌ଗରେ ବିନାଶ ହେବେ।


ଆଉ ସେମାନଙ୍କର ଅଶ୍ୱଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ ଓ ସେମାନେ ଭୟଭୀତା ସ୍ତ୍ରୀମାନଙ୍କ ପରି ହେବେ। ସେମାନଙ୍କର ଭଣ୍ଡାରସବୁ ‌‌ଖ‌ଡ଼୍‌ଗରେ ବିନଷ୍ଟ ହେବ ଓ ସେସବୁ ଲୁଣ୍ଠିତ ହେବ।


ଆରବ ଓ କେଦରର ଅଧିପତିମାନେ ତୁମ୍ଭର ବଣିକ ଥିଲେ। ମେଷଶାବକ, ମେଷ ଓ ଛାଗ ବଦଳରେ ତୁମ୍ଭର ଦ୍ରବ୍ୟ ନେଇ ବାଣିଜ୍ୟ କରୁଥିଲେ।


ଆରବ ବିଷୟକ ଦୁଃଖବାର୍ତ୍ତା। ଦଦନୀୟ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧ୍ୟରେ ରାତ୍ରି ଯାପନ କଲେ।


କାର୍ଗ ଜାହାଜର ସୁବର୍ଣ୍ଣ ବ୍ୟତୀତ ରାଜା ଶଲୋମନ ମିଶ୍ରିତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ୟବସାୟରୁ ସୁବର୍ଣ୍ଣ ପାଇଲେ।


Swiv nou:

Piblisite


Piblisite