ଯିରିମୀୟ 25:26 - ପବିତ୍ର ବାଇବଲ26 ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣକ ପରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ୟକୁ ପାନ କରାଇଲା ପରେ “ଶେଶକର” ରାଜା ଏହି ପାତ୍ରରୁ ପାନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ଏକଆରେକର ସହିତ ଓ ଭୂମଣ୍ତଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Gade chapit laଓଡିଆ ବାଇବେଲ26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।