ଯିରିମୀୟ 25:34 - ପବିତ୍ର ବାଇବଲ34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର। ହେ ମେଷଗଣର ଅଧିପତିମାନେ, ତୁମ୍ଭେମାନେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭେମାନେ ଭଗ୍ନପାତ୍ର ତୁଲ୍ୟ ବିକ୍ଷିପ୍ତ ହୋଇପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା-ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ତ ଖଣ୍ତ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ। Gade chapit laଓଡିଆ ବାଇବେଲ34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ। Gade chapit la |
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।