ଯିରିମୀୟ 25:38 - ପବିତ୍ର ବାଇବଲ38 ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି। ତାଙ୍କର କ୍ରୋଧ ରୂପକ ଖଡ଼୍ଗ ଭୟଙ୍କର ହେବ ଓ ସେହି ପ୍ରଚଣ୍ଡ କ୍ରୋଧ ହେତୁରୁ ଦେଶ ଶୂନ୍ୟ ମରୁମୟ ସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)38 ସେ ସିଂହ ତୁଲ୍ୟଆପଣା ଗହ୍ଵର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ଼୍ଗର ଭୟଙ୍କରତା ହେତୁରୁ ଓ ତାହାଙ୍କର ପ୍ରଚଣ୍ତ କ୍ରୋଧ ହେତୁରୁ ଦେଶ ବିସ୍ମୟସ୍ଥାନ ହୋଇଅଛି। Gade chapit laଓଡିଆ ବାଇବେଲ38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।” Gade chapit la |
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”